ଗର୍ଭାବସ୍ଥାରେ କେମିତି ହେବା ଦରକାର ଡାଏଟ୍‌? | Healthy Pregnancy Diet in Odia | Dr Jaya Prakash Pani
Swasthya Plus Odia Swasthya Plus Odia
711K subscribers
10,331 views
248

 Published On Oct 8, 2022

#PregnancyDiet #OdiaHealthTips

ଉଭୟ ମା’ ଓ ଶିଶୁର ସ୍ୱାସ୍ଥ୍ୟ ପାଇଁ ସଠିକ ଡାଏଟ୍‌ ନିହାତି ଜରୁରୀ। ତେବେ ଗର୍ଭାବସ୍ଥାରେ କେମିତି ହେବା ଦରକାର ଆପଣଙ୍କ ଡାଏଟ୍‌। ଆସନ୍ତୁ ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ଜୟ ପ୍ରକାଶ ପାଣିଙ୍କଠାରୁ ଏ ବିଷୟରେ ଅଧିକ ଜାଣିବା।

ଏହି ଭିଡିଓରେ ରହିଛି,

ଗର୍ଭାବସ୍ଥାରେ କ’ଣ ଖାଇବେ? (0:00)
ପ୍ରସବ ପରେ କେଉଁ ଭଳି ଡାଏଟ୍‌ ନେବା ଜରୁରୀ? (6:18)
ଗର୍ଭାବସ୍ଥାରେ ଖାଦ୍ୟକୁ ନେଇ ଅନ୍ଧବିଶ୍ୱାସ (7:25)

A proper diet is essential for the health of both the mother and the baby. There are some foods you should not eat when you're pregnant. So how should your diet be during pregnancy? Let's know more from Dr Jaya Prakash Pani, a Gynaecologist.

In this Video,

What to eat during pregnancy? in Odia (0:00)
What kind of diet is important to take after delivery? in Odia (6:18)
Pregnancy food superstitions, in Odia (7:25)

Subscribe Now & Live a Healthy Life!

ସ୍ଵାସ୍ଥ୍ୟ ପ୍ଲସ୍‌ ନେଟ୍‌ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍‌ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।

Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.

ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (   / swasthyaplus  ) ସବ୍‌ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।

ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!

For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia).

For feedback and business inquiries, contact Swasthya Plus Odia at [email protected]

Swasthya Plus Odia, Odisha's leading destination for Health Tips in Odia language on health, hygiene, nutrition, lifestyle, and more!

show more

Share/Embed